32.1 C
Bhubaneswar
Thursday, February 12, 2026
Homeଓଡିଶାରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି: ମନ୍ତ୍ରୀ 

ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି: ମନ୍ତ୍ରୀ 

ଭୁବନେଶ୍ୱର: ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି । ଏନେଇ ସମବାୟ ମନ୍ତ୍ରୀ  ପ୍ରଦୀପ ବଳସାମନ୍ତ  ସୂଚନା ଦେଇଛନ୍ତି । ଧାନ ଦେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ଦାୟିତ୍ୱ ଦିଆଯାଇଛି । ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାଯିବ । ୩୨ଟି ମଡେଲ ମଣ୍ଡି ପାଇଁ  ଟେଣ୍ଡର ହୋଇଛି ୩୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking