24.1 C
Bhubaneswar
Friday, February 6, 2026
Homeଓଡିଶାଆସନ୍ତା ୨୧ରେ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ବୈଠକ

ଆସନ୍ତା ୨୧ରେ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ: ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା’ ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ।  ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking