30.1 C
Bhubaneswar
Monday, May 18, 2026
Homeଓଡିଶାଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ

ପୁରୀ: ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ । ଏହି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ନିମାପଡ଼ା ଚାରି ଛକ ସ୍ବାସ୍ଥ୍ୟ କେନ୍ଦ୍ରରୁ ଆସିଲା ସାଙ୍ଘାତିକ ଅଭିଯୋଗ। ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ହେଲେ କାକଟପୁର ଫକିର ସାହି ଅଞ୍ଚଳର ଲକ୍ଷ୍ମୀପ୍ରିୟା ଓଝା । ପ୍ରସବ ପାଇଁ ତାଙ୍କୁ ଗତକାଲି ଚାରି ଛକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରିବାର ଲୋକେ ଅଭିଯୋଗ କରିଛନ୍ତି, ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ସରୋଜା ଲକ୍ଷ୍ମୀ ଦାସ କିଛି ଶୁଣିନଥିଲେ। ଚିକିତ୍ସାରେ ବହୁତ ଡେରି ହୋଇଥିଲା। ତେଣୁ ଲକ୍ଷ୍ମୀଙ୍କ ମୃତ୍ୟୁ ହେଲା। ଏହାକୁ ନେଇ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ ସେମାନଙ୍କୁ ବୁଝାସୁଝା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking