27.1 C
Bhubaneswar
Sunday, March 29, 2026
Homeଦେଶ ବିଦେଶବାତୁଲ ଜିଲ୍ଲା ହସ୍ପିଟାଲରେ ଅଗ୍ନିକାଣ୍ଡ

ବାତୁଲ ଜିଲ୍ଲା ହସ୍ପିଟାଲରେ ଅଗ୍ନିକାଣ୍ଡ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ବେତୁଲ ଜିଲ୍ଲାରେ ଥିବା ଜିଲ୍ଲା ହସ୍ପିଟାଲରେ ଅଗ୍ନିକାଣ୍ଟ ଘଟିଛି। ଅଗ୍ନିକାଣ୍ଡ ପରେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରବିବାର ସକାଳ ସକାଳ ୯:୨୦ ମିନିଟରେ  ବେତୁଲ ଜିଲ୍ଲା ହସ୍ପିଟାଲର ଏକ ଷ୍ଟୋରରୁମରେ ନିଆଁ ଲାଗିଯାଇଥିଲା। ଷ୍ଟୋରରୁମରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ତୁରନ୍ତ ଜିଲ୍ଲା ହସ୍ପିଟାଲର କର୍ମଚାରୀମାନେ କିଛି ମିନିଟ୍ ମଧ୍ୟରେ ନିଆଁକୁ ନିୟନ୍ତ୍ରଣ କରିଥିଲେ ଏବଂ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା। ଏହି ସମୟ ମଧ୍ୟରେ, ରୋଗୀମାନଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking