27.1 C
Bhubaneswar
Friday, April 3, 2026
Homeଓଡିଶାବଢୁଛି ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ଅଡୁଆ

ବଢୁଛି ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ଅଡୁଆ

ଭୁବନେଶ୍ୱର: ହ୍ୟୁମାନ ସାଗର ମୃତ୍ୟୁକୁ ନେଇ ପାଟଣାଗଡ ଥାନାରେ ଲିଖିତ ଅଭିଯୋଗ । ମ୍ୟାନେଜର ଦିନେଶ ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ହୋଇଛି ଅଭିଯୋଗ । ଅଭିଯୋଗରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । କୋଶଳ ମୁକ୍ତି ମୋର୍ଚ୍ଚା ସଂଗଠନ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking