29.1 C
Bhubaneswar
Friday, February 6, 2026
Homeଓଡିଶାହ୍ୟୁମାନ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ହ୍ୟୁମାନ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର: ହ୍ୟୁମାନଙ୍କ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି । ହ୍ୟୁମାନଙ୍କ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି । ଚିଠି ଲେଖିଛନ୍ତି ହାଇକୋର୍ଟ ବାର୍ ସଂଘର ଯୁଗ୍ମ ସମ୍ପାଦିକା ଆଇନଜୀବୀ ପଦ୍ମାଳୟା ମହାପାତ୍ର । ବରିଷ୍ଠ ଆଇପିଏସ୍ ଅଧିକାରୀ କିମ୍ବା କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ ଦାବି କଲେ । ଚିଠିରେ ଲେଖାଯାଇଛି ଯେ ଯଦି ପରିବାରର ସମର୍ଥନ ମିଳେ ତେବେ ହାଇକୋର୍ଟରେ ମାମଲା ରୁଜୁ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking