27.1 C
Bhubaneswar
Wednesday, February 4, 2026
Homeଓଡିଶାବିଚାରଧୀନ ମୃତ୍ୟୁ: ୨୦ ଲକ୍ଷ କ୍ଷତିପୂରଣ ପ୍ରଦାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବିଚାରଧୀନ ମୃତ୍ୟୁ: ୨୦ ଲକ୍ଷ କ୍ଷତିପୂରଣ ପ୍ରଦାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ବିଚାରାଧୀନ ବନ୍ଦୀଙ୍କ ଉପଯୁକ୍ତ ଚିକିତ୍ସା ପ୍ରସଂଗରେ ଅବହେଳା ଜେଲ୍ କର୍ତ୍ତୃପକ୍ଷଙ୍କ ପାଇଁ ମହଙ୍ଗା ପଡ଼ିଛି। ଜେଲ କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଉପଯୁକ୍ତ ଚିକିତ୍ସା ନ ପାଇ ପୁରୀଜିଲ୍ଲା ନିମାପଡା ସବ୍‌ଜେଲର ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ନେଇ ଦାୟର ମାମଲାର ହାଇକୋର୍ଟ ଶୁଣାଣି କରି ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ତଥା ମୃତକଙ୍କ ପତ୍ନୀଙ୍କୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ୬ ସପ୍ତାହ ଭିତରେ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking