ଭୁବନେଶ୍ୱର: ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ । କହିଲେ, ପାଣ୍ଡିଆନଙ୍କ ସମୟରେ ବିଜେଡି ବିଧାୟକମାନେ କାଗଜ ବାଘ ଥିଲେ । ରାଜା ଭାଇଙ୍କୁ ଆହ୍ୱାନ , ନବୀନଙ୍କୁ ନେଇ ଗୋଟିଏ ବହି ଲେଖାଯାଉ । ଆଗରୁ ପାଣ୍ଡିଆନ ସର୍ବେସର୍ବା ଥିଲେ, ଏବେ ଆପଣ ବାଘ ହୋଇ କଥା କହୁଛନ୍ତି । ୨୦୨୪ ନିର୍ବାଚନରେ ଲୋକେ ଆପପଣଙ୍କୁ ତଡିପାରେ କଲେ । ଏବେ ନୂଆ ପଡାରେ ପ୍ରମାଣିତ ହେଲା ବିଜେଡି ଆଉ କିଛି ନାହିଁ ।










