19.1 C
Bhubaneswar
Friday, December 5, 2025
Homeଓଡିଶାସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ

ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ

ଭୁବନେଶ୍ୱର: ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ ପ୍ରଶ୍ନକାଳ।  ବିଧାୟକମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗୀୟ ମନ୍ତ୍ରୀ। ଗୃହରେ ଅର୍ଥ , ଗୃହ , ସ୍ୱାସ୍ଥ୍ୟ , ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ, ସାଧାରଣ  ଅଭିଯୋଗ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ଆଜି ରହିଛି।ବିଧାୟକ ମାନେ ଚାହିଁଲେ ଏହା ଛଡା ଭିନ୍ନ ପ୍ରଶ୍ନ ପଚାରିପାରିବେ। ସେହିଭଳି ଶୂନ୍ୟକାଳରେ  ଉଭୟ ଶାସକ – ବିରୋଧୀ ଦଳ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଉଠାଇବେ। ସେପଟେ ଆଜି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ କରାଯିବ । ଆଇନ ଶୃଙ୍ଖଳା, ଚାଷୀ ସମସ୍ୟାକୁ ନେଇ ଗୃହରେ ଦେଖାଦେଇପାରେ ତାତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking