ଭଦ୍ରକ: ଭଦ୍ରକରେ ପୁଣି ବିଜେଡିକୁ ଝଟ୍କା। ଇସ୍ତଫା ଦେଲେ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲ୍ଲା ସଭାପତିଙ୍କୁ ପଠାଇଲେ ଇସ୍ତଫାପତ୍ର। ପୂର୍ବରୁ ଭଦ୍ରକ ଜିଲ୍ଲାର ୩ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ଦେଇଥିଲେ ଇସ୍ତଫା। ଭଦ୍ରକ, ଭଣ୍ଡାରିପୋଖରୀ ଓ ବନ୍ତ ବ୍ଲକ ଅଧ୍ୟକ୍ଷ ଦେଇଥିଲେ ଇସ୍ତଫା।









