22.1 C
Bhubaneswar
Friday, December 5, 2025
Homeଓଡିଶାସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ

ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ

ଭୁବନେଶ୍ୱର: ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ। ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଷଷ୍ଠ ଦିନ। ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗର ମନ୍ତ୍ରୀ । ଅନ୍ୟପଟେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ମୁହାଁମୁହିଁ ହୋଇପାରନ୍ତି  ଶାସକ ଏବଂ ବିରୋଧୀ।  ଧାନ ମଣ୍ଡି ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଦେଇପାରେ ମୁଖ୍ୟ ବିରୋଧୀ ବିଜେଡି ।  ସେପଟେ ଶକ୍ତି, କୃଷି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ରହିଛି ପ୍ରଶ୍ନକାଳ । ପ୍ରଶ୍ନକାଳରେ ଗୃହରେ ଘମାଘୋଟ ଆଲୋଚନାର ସମ୍ଭାବନା ରହିଛି । ଦ୍ୱିତୀୟାର୍ଦ୍ଧରେ ବାଣିଜ୍ୟ , ଆଇନ ସଂଶୋଧନ ପ୍ରସ୍ତାବ ଉପରେ  ଆଲୋଚନା ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking