19.1 C
Bhubaneswar
Friday, December 5, 2025
Homeଓଡିଶାଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର: ଆନ୍ଦୋଳନରୁ ଓହରିଲେ ଆୟୁଷ ଡାକ୍ତର । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ । ୩୦ ଦିନ ମଧ୍ୟରେ ଦାବୀ ପୂରଣ ପାଇଁ ପ୍ରତିଶ୍ରୁତି ମିଳିଥିବା ସୂଚନା ମିଳିଛି । ୧୦ ଦଫା ଦାବି ନେଇ ଆନ୍ଦୋଳନରେ ବସିଥିଲେ ଆୟୁଷ ଡାକ୍ତର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking