28.1 C
Bhubaneswar
Thursday, March 5, 2026
Homeଓଡିଶାନୂଆବର୍ଷରେ ବୋର୍ଡ ନିଗମ ନିଯୁକ୍ତି!

ନୂଆବର୍ଷରେ ବୋର୍ଡ ନିଗମ ନିଯୁକ୍ତି!

ଭୁବନେଶ୍ୱର: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି , ଠିକ ସମୟରେ ହୋଇଯିବ । ଡେଡଲାଇନ ଦେବିନି କିନ୍ତୁ ଖୁବଶୀଘ୍ର ବୋର୍ଡ ଓ ନିଗମ ନିଯୁକ୍ତି ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking