25.1 C
Bhubaneswar
Saturday, December 6, 2025
Homeଓଡିଶାଭଡାଘରେ ଚାଲିଛି ୩ ହଜାର ୮୯୦ଟି ଅଙ୍ଗନବାଡି: ପ୍ରଭାତୀ

ଭଡାଘରେ ଚାଲିଛି ୩ ହଜାର ୮୯୦ଟି ଅଙ୍ଗନବାଡି: ପ୍ରଭାତୀ

ଭୁବନେଶ୍ୱର: ରାଜ୍ୟରେ ମୋଟ ୭୪୨୨ଟି ଅଙ୍ଗନବାଡି କେନ୍ଦ୍ର ଅଛି ।  ୨୦, ୧୫୦ଟି ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ  ଗୃହ ନାହିଁ । ଭଡା ଘରେ ଚାଲିଛି ୩, ୮୯୦ ଟି ଅଙ୍ଗନବାଡି କେନ୍ଦ୍ର  ରହିଛି । କମ୍ୟୁନିଟି ସେଣ୍ଟରରେ ଚାଲିଛି  ୧୦, ୪୬୯ଟି କେନ୍ଦ୍ର ରହିଛି । ୪,୫୭୪ ଅଙ୍ଗନବାଡି କେନ୍ଦ୍ର ସ୍କୁଲରେ ଚାଲିଛି । ଏନେଇ ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉତ୍ତର ରଖିଛନ୍ତି । ଆଜି ବିଧାନସଭା ଶୀତକାଳୀନ ଅଧିବେଶନର  ନବମ ଦିନ ।  ସୁରୁଖୁରୁରେ ଚାଲିଛି  ବିଧାନଭା ଶୀତକାଳୀନ ଅଧିବେଶନ । ଆଜି ପ୍ରଶ୍ନକାଳରେ ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ, ଅବକାରୀ ବିଭାଗ, ମିଶନ ଶକ୍ତି ଏବଂ ଆଇନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ  ଚାଲିଛିି ।ଦ୍ୱିତୀୟ ଅଧ୍ୟାୟରେ ଏସସି/ ଏସଟି ବିଭାଗର ଅତିରିକ୍ତ ବଜେଟ ଖର୍ଚ୍ଚ ଦାବି ଆଲୋଚନା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking