27.1 C
Bhubaneswar
Wednesday, February 4, 2026
Homeଓଡିଶାପାରିବାରିକ କଳହ: ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ପାରିବାରିକ କଳହ: ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ୱର: ମାନସିକ ଚାପରେ ଥିବା ଜଣେ ଯୁବକ ମୋବାଇଲ ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ ସୋର ଥାନା ମୁବାରକପୁର ଗ୍ରାମର ନିତା ସାହୁ ପାରିବାରିକ କଳହ କାରଣରୁ ମାନସିକ ଚାପରେ ରହୁଥିଲେ। ଆଜି ସକାଳେ ମୋବାରକପୁର ଗ୍ରାମର ଶିବ ମନ୍ଦିର ନିକଟରେ ଥିବା ମୋବାଇଲ ଟାୱାରକୁ ଚଢି ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ବୁଝାସୁଝା କରିଥିଲେ। ଖବର ପାଇ ସୋର ଅଗ୍ନିଶମ ବିଭାଗର କର୍ମଚାରୀ ପହଁଚିବା ବେଳେକୁ ସ୍ଥାନୀୟ ଲୋକେ ଯୁବକଙ୍କୁ ଉଧାର କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଦୁଇ ଦିନ ତଳେ ଜଣେ  ବିଫଳ ପ୍ରେମିକର ଉନ୍ନତ୍ତ କାଣ୍ଡ ବିଷୟରେ ଆମେ ଜାଣିବାକୁ ପାଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking