28.1 C
Bhubaneswar
Thursday, February 5, 2026
Homeଓଡିଶାଜାନୁଆରୀ ୨୦ରେ ଓଏସଏସଟିଇଟି- ୨୦୨୫ ପରୀକ୍ଷା

ଜାନୁଆରୀ ୨୦ରେ ଓଏସଏସଟିଇଟି- ୨୦୨୫ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୨୦ରେ ଓଏସଏସଟିଇଟି- ୨୦୨୫ ପରୀକ୍ଷା ।  ସକାଳ ୯ରୁ ସାଢେ ୧୧ ପେପର-୧ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ଅପରାହ୍ଣ ୨ଟାରୁ  ୪ଟା ୩୦ ପେପର- ୨ ଦେବେ ପରୀକ୍ଷାର୍ଥୀ । ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏଁ ଅନଲାଇନରେ ହେବ ଆବେଦନ ।  ୨୦୨୨୬ ଜାନୁଆରୀ ୧୦ ପରଠାରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking