25.1 C
Bhubaneswar
Tuesday, February 3, 2026
Homeଓଡିଶାନକ୍ସଲଙ୍କ ବର୍ବରକାଣ୍ଡ: ଠିକାଦାରଙ୍କୁ ଅପହରଣ ପରେ ହତ୍ୟା

ନକ୍ସଲଙ୍କ ବର୍ବରକାଣ୍ଡ: ଠିକାଦାରଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି: ନକ୍ସଲଙ୍କ ବର୍ବରକାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ପାମେଡ଼ ଅଞ୍ଚଳରେ ଜଣକୁ ହତ୍ୟା କରିଛନ୍ତି ସେମାନେ। ରାସ୍ତା ନିର୍ମାଣ କାର୍ୟ୍ୟରେ ନିୟୋଜିତ ଜଣେ ଠିକାଦାରଙ୍କୁ ଅପହରଣ କରିବା ପରେ ଗଳା କାଟି ହତ୍ୟା କରିଛନ୍ତି।  ସେଠାରୁ ମୃତକଙ୍କ ସହଯୋଗୀ କୌଣସି ପ୍ରକାରରେ ଖସି ଆସି ଥିଲେ ଓ ପୋଲିସକୁ ଖବର ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking