18.1 C
Bhubaneswar
Thursday, February 5, 2026
Homeଓଡିଶାଉଚ୍ଚଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଉଚ୍ଚଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ୱର: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି । କୁକୁର, ଗାଈ କଲେଜର ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି । କଲେଜରେ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ । ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି । ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡା ଚିକିତ୍ସା ଉପରେ କରାଯିବ ସଚେତନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking