30.1 C
Bhubaneswar
Sunday, February 8, 2026
Homeଓଡିଶାରବିବାର ଓଡିଶା ଆସିବେ ସିଜେଆଇ

ରବିବାର ଓଡିଶା ଆସିବେ ସିଜେଆଇ

ଭୁବନେଶ୍ୱର: ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନା ଚକ୍ରରେ ଯୋଗଦେବେ । ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking