15.1 C
Bhubaneswar
Thursday, December 18, 2025
Homeଓଡିଶାପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା

ଯାଜପୁର: ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା। ଧର୍ମଶାଳା ଘରେ କର୍ମୀ ସମ୍ମିଳନୀ ଚାଲିଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ୪ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ଏବଂ ୧୫ ଧର୍ମଶାଳାରେ ଚିକିତ୍ସାଧୀନ ଅଛନ୍ତି। ୧୫ରୁ ଊର୍ଦ୍ଧ୍ବ ଗାଡ଼ି ଭାଙ୍ଗି ଦେଇଛନ୍ତି କହିଲେ ପ୍ରଣବ ବଳବନ୍ତରାୟ। ଏହା ସହ ସେ କହିଛନ୍ତି ଯାଜପୁର ପୋଲିସ ଉପରେ ଭରସା ନାହିଁ, ଡିଜିପିଙ୍କୁ ଅବଗତ କରିବି। ପ୍ରଣବ ବଳବନ୍ତରାୟଙ୍କ ଅଭିଯୋଗର ଜବାବ ରଖିଲେ ବିଧାୟକ ହିମାଂଶୁ ସାହୁ। ଆମ ସମର୍ଥକଙ୍କ ଉପରେ ଆକ୍ରମଣ ହୋଇଛି କହିଲେ ହିମାଂଶୁ ସାହୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking