17.1 C
Bhubaneswar
Sunday, February 8, 2026
Homeଓଡିଶାକେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଦାନରୁ ଫେରିଲେ ଜଗତସିଂହପୁର ଜିଲ୍ଲାର ଓଡ଼ିଆ ଯୁବକ ଆଦର୍ଶ ବେହେରା। ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଏନେଇ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଦର୍ଶଙ୍କୁ ଫେରାଇ ଆଣିବାକୁ ହୋଇଥିଲା ଉଦ୍ୟମ। କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟକୁ ପତ୍ର ଲେଖିଥିଲେ ରାଜ୍ୟ ସରକାର। ଉପଯୁକ୍ତ ପଦକ୍ଷେପ ନେବାକୁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଗୁଇନ୍ଦା ବିଭାଗ ଡିଜି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ପତ୍ର ଲେଖିଥିଲେ।

ସୁଦାନରୁ ଫେରିଲେ ଓଡିଆ ପୁଅ ଆଦର୍ଶ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking