23.1 C
Bhubaneswar
Sunday, February 8, 2026
Homeଓଡିଶାପରଲୋକରେ ଓଲିଉଡର ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ

ପରଲୋକରେ ଓଲିଉଡର ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ

ଭୁବନେଶ୍ୱର: ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ,ବିତରକ ତଥା ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ମୋହନ ସାହୁ ଆଉ ନାହାନ୍ତି। ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲ‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ। ତାଙ୍କର ଧର୍ମପତ୍ନୀ, ୫ ପୁଅ ଓ ଜଣେ ଝିଅ ଅଛନ୍ତି।  ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁଙ୍କ ପ୍ରଯୋଜିତ ପ୍ରଥମ ଓଡ଼ିଆ ଛବି ଥିଲା ‘ଏଇ ତ ଦୁନିଆଁ’। ଶ୍ରୀବଳଦେବଜୀଉ ପ୍ରଡକସନ୍ ବ୍ୟାନରରେ ୧୯୮୭ରେ ମୁକ୍ତିଲାଭ କରିଥିବା ଏହି ସିନେମାର ନିର୍ଦ୍ଦେଶନା ଦାୟିତ୍ବ ବହନ କରିଥିଲେ ମହମ୍ମଦ ମହସୀନ୍।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking