21.1 C
Bhubaneswar
Wednesday, December 17, 2025
Homeଓଡିଶାନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟନ

ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟନ

ଭୁବନେଶ୍ୱର: ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ ଘୋଷଣା । ମନ୍ତ୍ରୀ କହିଛନ୍ତି ଯେ ସରକାରଙ୍କ ପାଖରେ ରାସନ କାର୍ଡର ଅଭାବ ନାହିଁ । ଏଯାଏଁ ରାଜ୍ୟରେ ୬ ଲକ୍ଷ ୩୯ ହଜାର ବଣ୍ଟା ସରିଛି । ଆହୁରି ୧୫ ଲକ୍ଷ କାର୍ଡ ଆମ ପାଖରେ ଅଛି । ପ୍ରାୟ ୧୫ ଲକ୍ଷ ୩୩ ହଜାର ଆବେଦନ ଆସିଛି । ଅଯୋଗ୍ୟଙ୍କୁ ବାଦ୍ ଦେଇ ସମସ୍ତ ଯୋଗ୍ୟଙ୍କୁ ମିଳିବ ରାସନ କାର୍ଡ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking