21.1 C
Bhubaneswar
Saturday, February 14, 2026
Homeଓଡିଶାଜାନୁଆରୀ ୧ରୁ କଡ଼ାକଡ଼ି ଗାଡ଼ି ଚେକିଂ

ଜାନୁଆରୀ ୧ରୁ କଡ଼ାକଡ଼ି ଗାଡ଼ି ଚେକିଂ

ଭୁବନେଶ୍ୱର: ଜାନୁଆରୀ ୧ ତାରିଖରୁ ହେବ ଜୋରଦାର ଗାଡ଼ି ଚେକିଂ। ସୂଚନା ଦେଲେ ପରିବହନ କମିଶନର ଅମିତାଭ ଠାକୁର। ସୂଚନା ଦେଇ ସେ କହିଛନ୍ତି ଯେ ଏମଭିଆଇ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣା ହେବନି। ସବୁ ପେଟ୍ରୋଲ ପମ୍ପ ମାଲିକ ଓ ଡିଲରଙ୍କ ସହ ଆଲୋଚନା କରିଛୁ। ପିୟୁସି ସାର୍ଟିଫିକେଟ ବାବଦରେ ଆଉଟଲେଟ୍‌ରେ ଲେଖିବାକୁ କହିଛୁ। ପିୟୁସି କରାଇବାକୁ ସେମାନେ ଆଉଟ୍‌ଲେଟ୍‌ରେ ଲେଖିବେ। ଏବେବି ସମୟ ଅଛି, ପିୟୁସି ସାର୍ଟିଫିକେଟ କରାଇ ନିଅନ୍ତୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking