ଭୁବନେଶ୍ୱର: ଟ୍ରେନରେ ଲାର୍ଟିନ ପାଖରେ ବସି କୁସ୍ତି ଖେଳାଳି ୟୁପି ଯିବା ପ୍ରସଙ୍ଗରେ ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି । ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ । ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।