19.1 C
Bhubaneswar
Wednesday, December 24, 2025
Homeଓଡିଶାନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭଦ୍ରକ: ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ଚାନ୍ଦବାଲି ବୈତରଣୀ ନଦୀକୁ ଡେ଼ଇଁ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛିଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ ସମୟରେ ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରିଛନ୍ତି । ସୂଚନା ଅନୁସାରେ, ସ୍ଥାନୀୟ ଯୁବକମାନେ ଯୁବତୀ ଜଣଙ୍କ ନଦୀକୁ ଡେଉଁଥିବା ଦେଖି ତାଙ୍କୁ ଉଦ୍ଧାର କରିଥିଲେ । ପରେ ସେହି ଯୁବତୀଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେ କେଉଁ କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ଜଣା ପଡି ନାହିଁ । ଖବର ପାଇ ପୋଲିସ ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking