22.1 C
Bhubaneswar
Friday, December 26, 2025
Homeଓଡିଶାପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ଯାଜପୁର: କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ । ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତର ଖାନାକୁ ନିଆଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ ସଞ୍ଚିତା ମହାନ୍ତି । ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking