21.1 C
Bhubaneswar
Tuesday, December 30, 2025
Homeଦେଶ ବିଦେଶଖାତକୁ ଖସିଲା ବସ୍‌: ୭ ମୃତ

ଖାତକୁ ଖସିଲା ବସ୍‌: ୭ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଖାତକୁ ଖସିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ମଙ୍ଗଳବାର ସକାଳେ ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାର ସିଲାପାଣି ଭିକିଆସେନ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଦୁର୍ଘଟଣା ସମୟରେ ବସ୍‌ରେ ପ୍ରାୟ ୧୨ ଜଣ ଯାତ୍ରୀ ଥିଲେ । ଖବର ପାଇ ପୋଲିସ  ଏସଡିଆରଏଫ ଦଳ ଘଟଣାସ୍ଥଳରେ ପହଞ୍ଚିି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଯାଇଛିମୃତକଙ୍କୁ ଚିହ୍ନଟ କରିବା ସହ ଦୁର୍ଘଟଣାର କାରଣ ଜାଣିବା ପାଇଁ ପୋଲିସ ତଦନ୍ତ କରୁଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking