21.1 C
Bhubaneswar
Tuesday, December 30, 2025
Homeଓଡିଶାଶ୍ରୀକ୍ଷେତ୍ର ଜଗିବେ ୭୦ ପ୍ଲାଟୁନ: ଏସ୍‌ପି

ଶ୍ରୀକ୍ଷେତ୍ର ଜଗିବେ ୭୦ ପ୍ଲାଟୁନ: ଏସ୍‌ପି

ପୁରୀ: ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାର ପଟ ସିସିଟିଭି ନଜରରେ ରହିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି ପ୍ରତୀକ ସିଂ । ଶ୍ରୀମନ୍ଦିର ଭିତରେ ୧୫୨ଟି ଓ ବାହାରେ ୧୯୨ଟି ସିସିଟିଭି ଲାଗିଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା ରହିଛି । ଶଋଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଠାରୁ ବ୍ୟାରିକେଡ୍ ବ୍ୟବସ୍ଥା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking