28.1 C
Bhubaneswar
Tuesday, February 3, 2026
Homeଓଡିଶାଡଃ ହରେକୃଷ୍ଣ ମହତାବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଡଃ ହରେକୃଷ୍ଣ ମହତାବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶା ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଟ୍ୱିଟ କରି ତାଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଆହୁରି କହିଛନ୍ତି ​ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ସାଂସ୍କୃତିକ ଉତ୍ଥାନ ପାଇଁ ତାଙ୍କର ଅତୁଳନୀୟ ଅବଦାନ ସଦା ସ୍ମରଣୀୟ । ଜଣେ ଦକ୍ଷ ପ୍ରଶାସକ, ସ୍ବାଧୀନତା ସଂଗ୍ରାମୀ ତଥା ସାରସ୍ବତ ସାଧକ ଭାବେ ତାଙ୍କର ଜୀବନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking