ଭୁବନେଶ୍ୱର: ଲଘୁଚାପ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ଦେଇ କହିଛନ୍ତି, ୧୦ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା ରହିଛି । ଉପକୂଳ ଓ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ କୁଆପଥର ବର୍ଷା ସମ୍ଭାବନା ରହିଛି । ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ ।










