17.1 C
Bhubaneswar
Wednesday, February 4, 2026
Homeଓଡିଶାଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା

ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା

ଭୁବନେଶ୍ୱର: ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା ରାତି ତାପମାତ୍ରା । ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ରାତି ତାପମାତ୍ରା ୭୨ ବର୍ଷରେ ସବୁଠୁ କମ୍‌ । ୧୯୫୩ରୁ ରେକର୍ଡ ହୋଇଥିଲେ ବି କେବେ ଏତେ ତଳକୁ ଯାଇ ନଥିଲା ପାରଦ। । ଅନ୍ୟପଟେ, ସୂଚନା ମିଳିଛି ଆହୁରି କଲବଲ କରିବ ଥଣ୍ଡା । ଆହୁରି ୩ରୁ ୪ ଦିନ ରାଜ୍ୟରେ ବଢ଼ିବ ଶୀତ । ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତିସୂଚନା ଦେଇ ସେ କହିଛନ୍ତି ଯେ ୩/୪ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିବା ଆଶା କରାଯାଉଛି । ବଙ୍ଗୋପସାଗର ସୃଷ୍ଟି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking