25.1 C
Bhubaneswar
Tuesday, March 24, 2026
Homeଓଡିଶାଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: କୁମ୍ଭୀର ଗଣନା ପାଇଁ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବନ୍ଦ ରହିବ । ଭିତରକନିକାର ନଦୀ, ନାଳରେ ବଉଳା କୁମ୍ଭୀର ଗଣନା ହେବ । କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକ ମାନଙ୍କୁ ଭିତରକନିକା ବୁଲି ନଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ଥର ଡ୍ରୋନ ବ୍ୟବହାର କରି ୧୦୦ ଦିନ ପରିବର୍ତ୍ତେ ୩ ଦିନରେ ଏହି କାମକୁ ଶେଷ କରିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ଏଥର ବି ଡ୍ରୋନ ବ୍ୟବହାର କରାଯିବ ନାହିଁ ବୋଲି ଜଣା ପଡିଛି । ଆଗର ପୁରୁଣା ପଦ୍ଧତିରେ ହୁଲି ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଉଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking