32.5 C
Bhubaneswar
Monday, June 8, 2026
Homeଓଡିଶାପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ: ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଭାଇରାଲ କରିଛନ୍ତି ମୋହିତ ନାମକ ଯୁବକ। ନିଜ ଇନଷ୍ଟାଗ୍ରାମ ଆଇଡିରେ ଅପଲୋଡ଼ କରିଛନ୍ତି ଶ୍ରୀମନ୍ଦିର ଭିତର ଫଟୋ। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋ ଭାଇରାଲ ପରେ ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking