ଝାରସୁଗୁଡ଼ା: ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ। ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ। ବେଲପାହାଡ଼ ଫାଟକ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଲାଇନଚ୍ୟୁତ ହେବା ପରେ ବେଲପାହାଡ ଫାଟକ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିଦିଆଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।










