27.1 C
Bhubaneswar
Monday, January 12, 2026
Homeଓଡିଶା୭୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

୭୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

ଭୁବନେଶ୍ୱର: ୬ ହଜାର ୭୦୧ କୋଟିର ୭୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ । ଏକାଥରକେ ଏତେ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ପ୍ରଥମ ଘଟଣା ବୋଲି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଏହା ସେ କହିଛନ୍ତି ଯେ ଆଜି ୫ ହଜାର ୬୩୧ କୋଟିର ୩୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ୧ ହଜାର ୬୯ କୋଟିର ୩୨ଟି ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆ ଲୋକସେବା ଭବନ ଓ ବିଧାନସଭା ଗୋଟିଏ କ୍ୟାମ୍ପସରେ ରହିବ । ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତା ୮ ଲେନ୍ ବିଶିଷ୍ଟ କରାଯିବ । ଏଲିଭେଟେଡ୍ କରିଡର ବ୍ୟବସ୍ଥା ସହିତ ଫ୍ଲାଏ ଓଭର ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking