21.1 C
Bhubaneswar
Monday, January 12, 2026
Homeଓଡିଶା୩ ଶହ ସିଟ୍‌ର ବିଧାନସଭା ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

୩ ଶହ ସିଟ୍‌ର ବିଧାନସଭା ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆ ବିଧାନସଭା ଗୃହ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା । ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ବିଧାନସଭାରେ ୧୪୭ ସିଟ୍ ରହିଛ, ଡିଲିମିଟେସନ୍‌ରେ ସିଟ୍ ବଢିପାରେ । ଯାହା ଶୁଣାଯାଉଛି ୨ ଶହ ପାଖାପାଖି ବିଧାୟକ ରହିପାରନ୍ତି । ପ୍ରାୟ ୫୦ ପାଖାପାଖି ସିଟ୍ ବଢିବାର ସମ୍ଭାବନା ରହିଛି । ଆଗାମୀ ୫୦/୧୦୦ ବର୍ଷକୁ ଦୃଷ୍ଟିରେ ରଖି ୩ ଶହ ସିଟ୍‌ର ବ୍ୟବସ୍ଥା ରହିବ । ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଭବନ । ଏଥି ପାଇଁ ଖର୍ଚ୍ଚ ହେବ ୩୬୨୩ କୋଟି ଟଙ୍କା । ନୂଆ ଲୋକସେବା ଭବନରେ ହେବ ଭୂତଳ ପାର୍କିଂ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking