23.1 C
Bhubaneswar
Tuesday, January 13, 2026
Homeଓଡିଶାପୀତବାସ ହତ୍ୟା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ପୀତବାସ ହତ୍ୟା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ । ୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ । ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୬ ତାରିଖ କୁମାର ପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ପଏଣ୍ଟ ବ୍ଲାଙ୍କରୁ ଫାୟରିଂ କରି ହତ୍ୟା କରାଯାଇଥିଲା । ଏହି ହାଇ-ପ୍ରୋଫାଇଲ୍ ହତ୍ୟା ମାମଲାରେ ପୋଲିସ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୬ ଜଣ ଗିରଫ କରିଛିସମ୍ପ୍ରତି ଏହି ହତ୍ୟା ଘଟଣାର ପ୍ରାୟ ୩୦ ହଜାରରୁ ଅଧିକ ପୃଷ୍ଠାର ଚାର୍ଜ ସିଟ୍ ଦାଖଲ କରିଥିଲା ବ୍ରହ୍ମପୁର ପୋଲିସ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking