ବଲାଙ୍ଗିର: ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ନିଶା ମହାରଣା । ସଦର ଥାନାରେ ମାମଲା ରୁଜୁ ପରେ ବଢିଲା ଗିରଫ ସମ୍ଭାବନା । ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ ହୋଇଛି । ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ୨ ଆୟୋଜକଙ୍କୁ ପୋଲିସ ଅଟକ ରଖିବା ପରେ ନିଶାଙ୍କ ସମସ୍ୟା ବଢିଛି । ବଲାଙ୍ଗିରରେ ତଦନ୍ତ ଚାଲିଥିବା ବେଳେ ଗୋଟିଏ ଟିମ୍ ଆସି ଭୁବନେଶ୍ୱରରେ ନିଶାଙ୍କୁ ଖୋଜୁଥିବା ସୂଚନା ମିଳିଛି ।










