27.1 C
Bhubaneswar
Sunday, May 10, 2026
Homeଓଡିଶାବିଜେଡିରୁ ସନାତନ, ଅରବିନ୍ଦ ନିଲମ୍ବିତ

ବିଜେଡିରୁ ସନାତନ, ଅରବିନ୍ଦ ନିଲମ୍ବିତ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ନେତା ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡିରୁ ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ସନାତନ ମହାକୁଡ଼ ହେଉଛନ୍ତି ଚମ୍ପୁଆ ବିଧାୟକ। ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ହେଉଛନ୍ତି ଅରବିନ୍ଦ ମହାପାତ୍ର। ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ  ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking