22.1 C
Bhubaneswar
Friday, January 16, 2026
Homeଓଡିଶା୧୮ରେ ଚିଲିକାରେ ପକ୍ଷୀ ଗଣନା

୧୮ରେ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ ଗଣନା । ୧୮ଟି ଟିମରେ ୯୦ ଜଣ ବାଲୁଗାଁ ଓ ସାତପଡାରେ କରିବେ ଗଣନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking