ବରଗଡ: ବରଗଡ ଜିଲ୍ଲାରେ ଅଭାବନୀୟ ଘଟଣା । ଘର ଭିତରୁ ମିଳିଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ବରଗଡର ଉମା ଟକିଜ୍ ନିକଟସ୍ଥ ଏକ ଘରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।