30.1 C
Bhubaneswar
Wednesday, January 21, 2026
Homeଓଡିଶାଶ୍ରୀମନ୍ଦିରକୁ ବୋମା ଧମକ

ଶ୍ରୀମନ୍ଦିରକୁ ବୋମା ଧମକ

ପୁରୀ: ଶ୍ରୀମନ୍ଦିରକୁ ବୋମା ଧମକ । ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ଅଟକ ରଖିଛି ପୋଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ ଦିଆଯାଇଥିଲା । ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡିବ ଏବଂ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇ ଦିଆଯିବ ବୋଲି ଉଲ୍ଲେଖ କରାଯାଇଥିଲା । ଏପରିକି ଖୁବଶୀଘ୍ର ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ହେବ ବୋଲି ଧମକ ଦିଆଯାଇଥିଲା । ଏହି ମାମଲାରେ ଜଣଙ୍କୁ ଅଟକ ରଖାଯାଇଛି । ତେବେ ଜୁଲି ରାଣୀ ପଣ୍ଡା କିଏ ଓ ସେ ଏଭଳି କାହିଁକି ପୋଷ୍ଟ କରିଛନ୍ତି ତାକୁ ନେଇ ଆଶଙ୍କା ବଢିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking