ଭୁବନେଶ୍ୱର: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଚିଠି ଲେଖି କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ । ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ ଦିଅ । କେନ୍ଦ୍ର ସଚିବମାନଙ୍କଠୁ ପ୍ରାପ୍ତ ଚିଠିର ସମୟସୀମା ମଧ୍ୟରେ ନିଶ୍ଚିତ କର ।










