26.1 C
Bhubaneswar
Wednesday, February 4, 2026
Homeଓଡିଶାଏସଆଇ ସ୍କାମ୍‌: ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା

ଏସଆଇ ସ୍କାମ୍‌: ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ଆଜି କୋର୍ଟରେ ଶୁଣାଣି ହୋଇଛି । ଏହି ମାମଲାର ଶୁଣାଣି କରି କୋର୍ଟ ମୋଟ୍ ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚାଇଛନ୍ତି । ଆସନ୍ତା ଫେବୃଆରୀ ୧୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଅଭିଯୁକ୍ତ ମୁନା ମହାନ୍ତିଙ୍କ ଅନ୍ତରୀଣ ଆବେଦନ ମାମଲାର ମଧ୍ୟ ଶୁଣାଣି କରାଯାଇଛି । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ମୁନା ଅନ୍ତରୀଣ ଜାମିନ ଆବେଦନ କରିଥିଲେ । ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ଜେଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ତଦନ୍ତର ସ୍ଥିତି ଅବଗତ କରାଇବାକୁ ସିବିଆଇକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking