33.1 C
Bhubaneswar
Sunday, February 22, 2026
Homeଓଡିଶା୨୩ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

୨୩ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ଭୁବନେଶ୍ୱର : ଭାରତର ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ୍ ୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ। ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ପରାକ୍ରମ ଦିବସ ସମାରୋହରେ ଯୋଗଦେବେ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମବାର୍ଷିକୀ ପାଳନ ପାଇଁ ଏହି କାର‌୍ୟ୍ୟକ୍ରମଗୁଡ଼ିକ ଆୟୋଜିତ ହେଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking