21.1 C
Bhubaneswar
Monday, February 2, 2026
Homeଓଡିଶାବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ

ବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ

ପଟ୍ଟାମୁଣ୍ଡାଇ: ବୋହୂକୁ ପେଟ୍ରୋଲ ଢାଳି ଜାଳିବାକୁ ଉଦ୍ୟମ । ଗ୍ରାମାଞ୍ଚଳ ଥାନା ଡାମରପୁର ଗାଁରେ ଶ୍ୱଶୂରର ଉନ୍ମତ୍ତ କାଣ୍ଡ । ବୋହୂର କନ୍ୟା ସନ୍ତାନ ଜନ୍ମ ହେବାରୁ ଜାଳିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଶ୍ୱଶୂର ଲଗାଇଥିବା ନିଆଁରେ ଘର ପୋଡି ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ବୋହୂ । ପୀଡିତ ମହିଳାଙ୍କ ପରିବାରେ ଲୋକେ ଶ୍ୱଶୂରଙ୍କ ବିରୋଧରେ ଝିଅକୁ ହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ ଆଣିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking