17.1 C
Bhubaneswar
Tuesday, February 3, 2026
Homeଓଡିଶା‘ଅରବିନ୍ଦଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ’

‘ଅରବିନ୍ଦଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ’

ଭୁବନେଶ୍ୱର: ଶଙ୍ଖଭବନ ଆଗରେ ଅରବିନ୍ଦଙ୍କ ସମର୍ଥକଙ୍କ ମେଳି । ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ ଶହ ସମର୍ଥକ । ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ କହିଲେ ଅରବିନ୍ଦଙ୍କ ସମର୍ଥକ । ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ଦେଇଛନ୍ତି । ପ୍ରତାପ ଜେନା, ଦେବୀପ୍ରସାଦ ମିଶ୍ର ଆମକୁ ପ୍ରତିଶ୍ରୁତି ଦେଇଛନ୍ତି । ପୁନର୍ବିଚାର କରିବାକୁ ସମୟ ମାଗିଛନ୍ତି, ପୁନର୍ବିଚାର କରାଯିବ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking