27.1 C
Bhubaneswar
Monday, February 2, 2026
Homeଓଡିଶାରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । କହିଛନ୍ତି, ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି । ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ହୋଇପାରେ ପଞ୍ଚାୟତ ନିର୍ବାଚନ । ବିଜେପି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଟାସ୍କ ଦେଲେ । ୬ ମାସ ଭିତରେ ଅଧୁରା କାମ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking