26.1 C
Bhubaneswar
Sunday, May 3, 2026
Homeଓଡିଶାଅପପୁଷ୍ଟି ମୁକ୍ତ ଓଡିଶା ଆମ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

ଅପପୁଷ୍ଟି ମୁକ୍ତ ଓଡିଶା ଆମ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ କ୍ୟାମ୍ପେନ୍ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking